କେନ୍ଦ୍ର ମନ୍ତ୍ରୀମଣ୍ଡଳ ଅଦଳବଦଳ: ବାଦ୍ ପଡ଼ିବେ ଧର୍ମେନ୍ଦ୍ର, ମନ୍ତ୍ରୀ ହେବେ ଅପରାଜିତା !

Union Cabinet Reshuffle: ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ଏବେ ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଅଦଳବଦଳ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି । ଏହି ଚର୍ଚ୍ଚା ଭିତରେ ଓଡିଶାର ତିନି ମନ୍ତ୍ରୀ ବାଦ୍ ପଡିବା ନେଇ ମଧ୍ୟ ଚର୍ଚ୍ଚା ବଢିଛି ।