ପୁରୀ: ଆଜି ଆର୍ନ୍ତଜାତୀୟ ଯୋଗ ଦିବସ । ସାରା ଦେଶରେ ପାଳନ ହେଉଛି ଏହି ଦିବସ । ଏହି ଅବସରରେ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିସର ଆର୍ନ୍ତଜାତୀୟ ଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଏଥିରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଯୋଗ ଦେଇ ଶିବିରକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Govt nod to higher allowances, incentives for cops
Rlys to start station work in KBK
Two drown in Mahanadi at Jobra