April 29, 2025

କ୍ୟାବିନେଟ ବୈଠକ: ୩୩ଟି ପ୍ରସ୍ତାବ ଉପରେ ମୋହର, ବିଧାୟକଙ୍କ କ୍ୱାଟର୍ସ ପାଇଁ ୫୧୦ କୋଟି

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ମୋଟ ୩୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ଲାଗିଛି । ପଞ୍ଚାୟତିରାଜ ଓ ପାନୀୟଜଳ, ଅର୍ଥ, ସାଧାରଣ ପ୍ରଶାସନ, ଯୋଗାଣ ଓ ସମବାୟ ଆଦି ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ । ଏହି ସବୁ ପ୍ରସ୍ତାବ ମଧ୍ୟରେ ଜଳସମ୍ପଦ ବିଭାଗର ୬ଟି ପ୍ରସ୍ତାବକୁ ଅନୁମୋଦନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia