April 28, 2025

ଖାଦ୍ୟ ଓ ପୋଷଣ ସୁରକ୍ଷାରେ ଓଡିଶା ଶୀର୍ଷରେ, ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ

ଭୁବନେଶ୍ୱର: ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ପ୍ରଶଂସିତ ହେବା ପରେ ଖାଦ୍ୟ ନିରାପତ୍ତାରେ ଓଡ଼ିଶାକୁ ମିଳିଛି ଆଉ ଏକ ସଫଳତା । ଦେଶରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରୀ କରିବାରେ ଓଡ଼ିଶା ନମ୍ବର ୱାନ। ଖାଦ୍ୟ ଓ ପୋଷଣ ସୁରକ୍ଷା କ୍ଷେତ୍ରେ ଓଡ଼ିଶା ସାରା ଦେଶରେ ଶୀର୍ଷ ସ୍ଥାନରେ ରହିଛି । ଏନେଇ ଘୋଷଣା କରିଛନ୍ତି କେନ୍ଦ୍ରମନ୍ତ୍ରୀ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia