April 22, 2025

ଗତ ୫ ବର୍ଷ ଭିତରେ ୧୬୮ ମହିଳା କର୍ମଚାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲା ରୁଜୁ ହୋଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚଳିତ ବିଧାନସଭାର ମୌସୁମୀ ଅଧିବେଶନରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଲିଖିତ ଆକାରେ ପ୍ରଶ୍ନ ପଚାରିଥିଲେ। ଆଉ ମୁଖ୍ୟମନ୍ତ୍ରୀଙ୍କ ଉତ୍ତରରେ ଯାହା ତଥ୍ୟ ସାମ୍ନାକୁ ଆସିଛି ତାହା ସମସ୍ତଙ୍କୁ ଚକିତ କରିଛି । ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଦୁର୍ନୀତିରେ ମହିଳାଙ୍କ ସମ୍ପୃକ୍ତି ବିଷୟରେ ଜାଣିବାକୁ ଚାହିଁଥିଲେ ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia