April 21, 2025

ଗଭୀର ଅବପାତରେ ପରିଣତ ହେଲା ଜୱାଦ, ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଅଗ୍ରସର ହେଉଛି

ଭୁବନେଶ୍ବର: ବଙ୍ଗୋପସାଗର ଉତ୍ତରପଶ୍ଚିମ ଓ ପଶ୍ଚିମକେନ୍ଦ୍ରୀୟ ସ୍ଥଳରେ ଥିବା ଗଭୀର ଅବପାତ ଜଓ୍ୱାଦ୍ ୬ ଘଣ୍ଟା ଧରି ଘଣ୍ଟା ପ୍ରତି ୧୮ କିମି ବେଗରେ ଗତି କରୁଛି ଏବଂ ଏହା ପରବର୍ତ୍ତୀ ସମୟରେ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛିା ଏହି ଅବପାତ ଆଜି ଅପରାହ ୨.୩୦ ମିନିଟରେ  ଓଡ଼ିଶାର ସମୁଦ୍ର ତଟବର୍ତ୍ତୀର ନିକଟତର ହୋଇ ବଙ୍ଗୋପସାଗରର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia