April 20, 2025

ଗାନ୍ଧୀଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗାନ୍ଧୀ ଜୟନ୍ତୀ ଅବସରରେ ନବୀନ ନିବାସ ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତିରେ ପୁଷ୍ପ ମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେହିପରି ଆଜି ପ୍ରତ୍ୟୁଷରେ ରାଜଧାନୀ ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ରାମଧୁନ ପରିବେଷଣ କରଯାଇଥିଲା। ପୂର୍ବାହ୍ନରେ ଓଡିଶା ବିଧାନ ସଭା ପ୍ରାଙ୍ଗଣରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତିରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia