April 20, 2025

ଗୁଜୁରାଟର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭୂପେନ୍ଦ୍ର ପଟେଲ

ଅହମ୍ମଦାବାଦ : ଗୁଜୁରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭୂପେନ୍ଦ୍ର ପଟେଲ । ରାଜ ଭବନରେ ଗୁଜୁରାଟର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଭୂପେନ୍ଦ୍ର । ଏହି ଅବସରରେ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପହଞ୍ଚିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁଜୁରାଟର ନୂତନ ସିଏମଙ୍କୁ ଶପଥ ଗ୍ରହଣ କରିବା ପରେ ଅଭିନନ୍ଦନ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia