April 29, 2025

ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଦାଇତ୍ୱ ଗ୍ରହଣ କଲେ ସଞ୍ଜୟ କୁମାର ସିଂହ

ଭୁବନେଶ୍ୱର:୧୯୯୭ ବ୍ୟାଚ୍ ଆଇଏଏସ୍ ସଞ୍ଜୟ କୁମାର ସିଂହ । ସୋମବାର ଦିନ ଅର୍ଥାତ୍ ଆଜି ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଦାଇତ୍ୱ ଗ୍ରହଣ କରିଛନ୍ତି । ଏଥି ସହିତ ତାଙ୍କୁ ସୂଚନା ଓ ଲୋକସଂପର୍କ ବିଭାଗ ସଚିବ ଓ ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia