April 22, 2025

ଘରୋଇ ନ୍ୟୁଜ୍‌ ଚ୍ୟାନେଲ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ ଗିରଫ

ଭୁବନେଶ୍ୱର: ରାଜ୍ୟରେ ଏକ ଘରୋଇ ନ୍ୟୁଜ୍‌ ଚ୍ୟାନେଲ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି ଓଡ଼ିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(EOW) । ଏନେଇ ସୂଚନା ଦେଇଛନ୍ତି EOW ଏସପି । ନୟାଗଡ଼ ଓଡ଼ଗାଁରୁ ଅର୍ଦ୍ଧେନ୍ଦୁଙ୍କୁ ଗିରଫ କରି ଜେରା କରୁଛି ଇଓଡବ୍ଲୁ । EOWରେ ଅର୍ଦ୍ଧେନ୍ଦୁଙ୍କ ନାଁରେ ୧ କୋଟି ଟଙ୍କାର ଠକେଇ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia