April 21, 2025

ଘୁଞ୍ଚିବନି ପଞ୍ଚାୟତ ନିର୍ବାଚନ: ପ୍ରତାପ ଜେନା

ଭୁବନେଶ୍ୱର: କରୋନା ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ବଢ଼ିଲାଣି ଚିନ୍ତା । ସଂକ୍ରମଣ ଭୟ ଥିବାରୁ ଏଭଳି ସ୍ଥିତିରେ ପଞ୍ଚାୟତ ନିର୍ବାଚନ ହେବ ନା ନାହିଁ ତାକୁ ନେଇ ପ୍ରଶ୍ନ ଉଠିଲାଣି । ତେବେ ଏଭଳି ଆଶଙ୍କା ଦେଖା ଦେଉଥିଲେ ବି ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନିର୍ଦ୍ଧାରିତ ସମୟରେ ହେବ । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia