April 24, 2025

ଘୋଷଯାତ୍ରା 2022: ସ୍ନାନ ଯାତ୍ରା ପାଇଁ ପ୍ରସ୍ତୁତ ନୀତି ନିର୍ଘଣ୍ଟ

ପୁରୀ: ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଏନେଇ ନୀତି ନିର୍ଘଣ୍ଟ ପ୍ରସ୍ତୁତ ହୋଇ ସାରିଛି । କରୋନା ମହାମାରୀର ଦୀର୍ଘ ଦୁଇବର୍ଷ ପରେ ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । 3 ଘଣ୍ଟା ପାଇଁ ସ୍ନାନ ମଣ୍ଡପରେ ଭାଇ ଭଉଣୀଙ୍କ ସହ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ଦେବସ୍ନାନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia