April 21, 2025

ଚାଷୀ ପଞ୍ଜୀକରଣ ପାଇଁ ସରକାର ବ୍ୟବହାର କରିବେ ସାଟେଲାଇଟ ଚିତ୍ର, ୭ ଜିଲ୍ଲାରେ ଆରମ୍ଭ ହେବ ପ୍ରକଳ୍ପ

ଭୁବନେଶ୍ୱର: ପ୍ରଯୁକ୍ତିବିଦ୍ୟାର ପ୍ରୟୋଗ ଦ୍ୱାରା ରାଜ୍ୟରେ ଚଳିତ ଖରିଫ ଧାନସଂଗ୍ରହ ନିମନ୍ତେ ଏକ ନିର୍ଭୁଲ ଚାଷୀ ନାମପଂଜୀକରଣ ତାଲିକା ପ୍ରସ୍ତୁତ କରାଯାଉଛି । ଏଥି ନିମନ୍ତେ ଓଡ଼ିଶା ସ୍ପେସ୍ ଆପ୍ଲିକେସନ୍ ସେଣ୍ଟର ସହଯୋଗରେ ସାଟେଲାଇଟ୍ ଇମେଜକୁ ବ୍ୟବହାର କରାଯାଉଛିା ଏହାକୁ ପାଇଲଟ୍ ପ୍ରକଳ୍ପ ଭାବରେ ରାଜ୍ୟର ୭ଟି ଜିଲ୍ଲାରେ କାର୍ଯ୍ୟକାରୀ କରାଯାଉଛି । ନାମ ପଂଜୀକରଣ ସମୟରେ ଚାଷୀମାନେ ଦେଇଥିବା ତଥ୍ୟ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia