ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ । ଲୋକଙ୍କ ଉପରକୁ ଗାଡ଼ି ଚଢ଼ାଇବା ଘଟଣାରେ ତାଙ୍କୁ ଗିରଫ କରିଛି ପୋଲିସ । ହସ୍ପିଟାଲରୁ ଗିରଫ କଲା ବାଣପୁର ପୋଲିସ । ଗିରଫ ନେଇ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ପ୍ରଶାନ୍ତଙ୍କୁ ଗିରଫ ପରେ ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟରେ ହାଜର କରାଯିବ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
IIT signs pact for research into sustainable EV tech
NIT-R teams patents eco-friendly packaging material from flower waste
At 46.2°C, Jharsuguda hottest in country