ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜଗତସିଂହପୁର ଜିଲ୍ଲାରେ ପ୍ରାୟ ୨୧୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଜଗତସିଂହପୁର, ରଘୁନାଥପୁର, ତିର୍ତ୍ତୋଲ ଓ ବାଲିକୁଦାରେ ୪ଟି ମିଶନ ଶକ୍ତି ଭବନ ଉଦ୍ଘାଟନ କରିଥିବାବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ୧୦ ଶଯ୍ୟା ବିଶିଷ୍ଟ ଆଇସିୟୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି । {image-naveen600x3381-1631368859.jpg
Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia
More Stories
ଭୁବନେଶ୍ବରରେ ପ୍ରତିଷ୍ଠା ହେବ ୩ ନୂଆ ଅଗ୍ନିଶମ ସେବା କେନ୍ଦ୍ର, ଜାଣନ୍ତୁ, କେଉଁଠି କେଉଁଠି ?
ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଷ୍ଟାଇପେଣ୍ଡ ବୃଦ୍ଧି କଲେ ସରକାର
ଆମ ହସ୍ପିଟାଲ ପ୍ରକଳ୍ପ ପୂର୍ଣ୍ଣାଙ୍ଗ ପାଇଁ ସମୟ ସାରଣୀ ନିର୍ଦ୍ଧାରଣ ; ଜିଲ୍ଲା କମିଟିକୁ ଆବଶ୍ୟକୀୟ ପାଣ୍ଠି ପ୍ରଦାନ