April 28, 2025

ଜନସଂଖ୍ୟା ନିୟନ୍ତ୍ରଣରେ ଓଡ଼ିଶାକୁ ସଫଳତା

ଭୁବନେଶ୍ବର: ଜନସଂଖ୍ୟା ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାର ସଫଳତା ହାସଲ କରିଛନ୍ତି । ବିଶ୍ବ ଜନସଂଖ୍ୟା ଦିବସ ଅବସରରେ ନ୍ୟାସନାଲ ଫ୍ୟାମିଲି ହେଲଥ୍ ସର୍ଭେ ରିପୋର୍ଟରେ ଏହି ତଥ୍ୟ ପ୍ରଦାନ କରିଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସଚେତନତା ବୃଦ୍ଧି ପାଇଥିବାରୁ ମୋଟ ପ୍ରଜନନ ହାରରେ ନିୟନ୍ତ୍ରଣ ଆସିଛି । ରାଜ୍ୟରେ ପ୍ରଜନନ ହାର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia