ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଆଜି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲିଟିଛି ସୋନପୁର । ସେହିପରି ଅଧିକାଂଶ ପ୍ରମୁଖ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ ହେଉଛି। ୪୪ ଡିଗ୍ରୀ ଉପରେ ୪ ସହରର ତାପମାତ୍ରା ରହିଛି । ସୋନପୁରରେ ସର୍ବାଧିକ ୪୪.୫ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Bengaluru, Mumbai City eye Super Cup quarters
Girls outperform boys in BU Plus III final year exams
28 missing children reunited with families in Ganjam