ଭୁବନେଶ୍ୱର: ଲଗାତାର ଦୁଇ ଦିନ ଓଡ଼ିଶାର ସହର ପାଲଟୁଛି ଦେଶର ସବୁଠୁ ଉତ୍ତପ୍ତ ସ୍ଥାନ । ଆଗକୁ ମଧ୍ୟ ଏପରି ସ୍ଥିତି ଜାରି ରହିବ ବୋଲି ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟରେ ସ୍ୱାଭାବିକ ତାପମାତ୍ରାଠାରୁ ୩ରୁ ୪ ଡିଗ୍ରୀ ସେଲସିୟସ ବଢିପାରେ ପାରଦ । ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ତାପମାତ୍ରା ବଢିବ ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Six students affected by diarrhoea in school
2 major rivers heavily polluted: OSPCB study
Body of missing 11-year-old boy found in neighbour’s septic tank