April 21, 2025

ଜାତୀୟ ପ୍ରେସ ଦିବସ: ମହାମାରୀ ସମୟରେ ଗଣମାଧ୍ୟମ-ଏକ ନୂତନ ଆହ୍ଵାନ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ

ଭୁବନେଶ୍ବର: କୋଭିଡ୍-୧୯ ମହାମାରୀ ସମୟରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ସୁଦୂରପ୍ରସାରୀ ଓ ପ୍ରଭାବଶାଳୀ ରହିଥିଲା । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସରେ “”ମହାମାରୀ ମସୟରେ ଗଣମାଧ୍ୟମ : ଏକ ନୂତନ ଆହ୍ୱାନ” ବିଷୟବସ୍ତୁ ଉପରେ ଆଲୋଚନାରେ ବହୁ ବିଶିଷ୍ଟ ଅତିଥିମାନେ ଅଂଶଗ୍ରହଣ କରି ସୁଚିନ୍ତିତ ମତବ୍ୟକ୍ତ କରିଥିଲେ। ସଭା

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia