April 30, 2025

ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା ୨୦୨୨: ପ୍ରଦର୍ଶିତ ହେଉଛି ସୁନାମଧନ୍ୟ ବସ୍ତ୍ର ଓ ପରିଧାନ

ଭୁବନେଶ୍ୱର: ଆମ ଦେଶ ଭାରତର ସମସ୍ତ ବୟନ କଳାକୁ ଗୋଟିଏ ସ୍ଥାନରେ ପ୍ରଦର୍ଶିତ କରାଇବା ପାଇଁ ତଥା ଏହାର ବାଣିଜ୍ୟିକ ଆଭିମୁଖ୍ୟକୁ ତ୍ଵରାନ୍ଵିତ କରି ଏଥିରେ ସଂପୃକ୍ତ ବୁଣାକାରମାନଙ୍କ ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ ବୟନିକା ଦ୍ଵାରା ୟୁନିଟ୍‌ – ୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ୨୧ତମ ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳାର ଆୟୋଜିତ ହୋଇଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia