ଜୁଲାଇ 18ରେ ଖୋଲିବ ହୀରାକୁଦ ଗେଟ, ଛଡା ଯିବ ପ୍ରଥମ ବନ୍ୟାଜଳ

ଭୁବନେଶ୍ୱର: ଆସନ୍ତା 18 ତାରିଖରେ ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ । ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡ଼ାଯିବ । ଏନେଇ ଆଜି (ଶନିବାର) ସମ୍ବଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ପାଞ୍ଚଟି ଫାଟକ ଖୋଲାଯିବ। ଡାହାଣ ପାର୍ଶ୍ୱରେ 24 ଏବଂ ଡ୍ୟାମର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia