April 20, 2025

‘ଜ୍ୱିଗାଟୋ’ ଦେଖିଲେ ମୁଖ୍ୟମନ୍ତ୍ରୀ, ଫିଲ୍ମ ଉପରୁ ପ୍ରମୋଦ କର ଛାଡ କଲେ ଘୋଷଣା

ଭୁବନେଶ୍ୱର: ନବୀନ ନିବାସରେ ‘ଜ୍ବିଗାଟୋ’ ଫିଲ୍ମ ଦେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ସହିତ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ସୂଚନାଯୋଗ୍ୟ ଯେ, ଜଣେ Food delivery rider ଓ ତାଙ୍କ ପରିବାରର ସଂଘର୍ଷପୂର୍ଣ୍ଣ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia