April 20, 2025

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଏହି ୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଲା ବିଜେଡି଼

ଭୁବନେଶ୍ୱର: ଘୋଷଣା ହୋଇସାରିଛି ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ । ଯେଉଁଥି ପାଇଁ ପାଗ ଭିଡିଲେଣି ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି଼, ବିଜେପି ଓ କଂଗ୍ରେସ । ତେବେ ଆଗୁଆ ବିଜେଡ଼ି ତାର ପ୍ରାର୍ଥୀ ଘୋଷଣା କରି ସାରିଥିବା ବେଳେ ଆଜି ୩ ବରିଷ୍ଠ ନେତାଙ୍କୁ ଝାରସୁଗୁଡ଼ା ଉପନିର୍ବାଚନ ଦାୟିତ୍ୱ ନ୍ୟସ୍ତ କରିଛି

Source: Politics News(ରାଜନୀତି ସମାଚାର): Rajneeti Samachar, Political News/Khabar in Odia – Oneindia Odia