April 29, 2025

ଡାଇରିଆ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ୬ ଟି ଜିଲ୍ଲାର ନିର୍ଦ୍ଦିଷ୍ଟ କେତେକ ଅଂଚଳରେ ଦେଖାଦେଇଥିବା ଡାଇରିଆ ରୋଗର ନିୟନ୍ତ୍ରଣ ଓ ନିରାକରଣ ସ୍ଥିତିର ସମୀକ୍ଷା କରିଥିଲେ ।  ସ୍ଥିତିର ସମୀକ୍ଷା କରି ଗ୍ରାମ ଓ ୱାର୍ଡ ରୁ କମ୍ୟୁନିଟି ହେଲ୍‌ଥ୍ ସେଣ୍ଟର , ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା ଏବଂ ଜିଲ୍ଲାପାଳଙ୍କ ପର୍ଯ୍ୟନ୍ତ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia