April 23, 2025

ତାତିରୁ ମିଳିବ ତ୍ରାହି, ଆଜି ୫ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ୫ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ପ୍ରଭାବ ଥିବାରୁ ଏହି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia