April 29, 2025

ତୁରନ୍ତ ଥାନାରେ ହାଜର ହେବାକୁ ବାବୁଶାନ ମହାନ୍ତି ଓ ପ୍ରକୃତି ମିଶ୍ରଙ୍କୁ ନୋଟିସ୍

ଭୁବନେଶ୍ବର: ତୃପ୍ତିଙ୍କ ଏତଲା ଆଧାରରେ ଖାରବେଳ ନଗର ଥାନା ପୋଲିସ ବାବୁଶାନ ମହାନ୍ତି ଓ ପ୍ରକୃତି ମିଶ୍ରଙ୍କୁ ନୋଟିସ୍ ଜାରି କରିଛି। ଓଡ଼ିଶା ଫେରିଲେ ତୁରନ୍ତ ଥାନାରେ ହାଜର ହେବାକୁ ଥାନା ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏଣେ ସତ୍ୟନଗର ଗେଷ୍ଟହାଉସକୁ ଯାଇ ତଦନ୍ତ କରିଛି ଖାରବେଳ ନଗର ଥାନା ପୋଲିସ। ଘଟଣାସ୍ଥଳରେ ପ୍ରତ୍ୟକ୍ଷଦର୍ଶୀଙ୍କୁ ପୋଲିସ ପଚରାଉଚରା କରୁଛି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia