ପୁରୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଚଳିତ ମାସରେ ପୁରୀ ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି। ରାଷ୍ଟ୍ରପତି ପୁରୀର ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଫେବୃଆରୀ ୧୯ ତାରଖରେ ଆସି ୨୦ ତାରିଖ ଦିନ ପ୍ରତ୍ୟାବର୍ତ୍ତନ କରିବା ନେଇ ସୂଚନା ମିଳିଛି । ପୁରୀ ଜିଲ୍ଲା ପ୍ରଶାସନ ପାଖରେ ଏନେଇ ଖବର ରହିଛି ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Six students affected by diarrhoea in school
2 major rivers heavily polluted: OSPCB study
Body of missing 11-year-old boy found in neighbour’s septic tank