ଦିଲ୍ଲୀ ଗଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ , ଆସନ୍ତାକାଲି ଭରିବେ ନାମାଙ୍କନ

ଭୁବନେଶ୍ୱର: ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଆଜି ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ । ସକାଳ ୯ଟା ୪୦ରେ ବିମାନବନ୍ଦରରୁ ବିସ୍ତାର ଏୟାରଲାଇନ୍ସ ବିମାନରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିବା ସୂଚନା ରହିଛି । ତେବେ ଶ୍ରୀମତି ମୁର୍ମୁଙ୍କ ଦିଲ୍ଲୀ ଗସ୍ତ ସମୟରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia