April 21, 2025

ଦିଲ୍ଲୀ ବିଜେପି କାର୍ଯ୍ୟାଳୟରେ 50 ଜଣ ଲୋକ କରୋନା ସଂକ୍ରମିତ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ଭାରତୀୟ ଜନତା ପାର୍ଟି କାର୍ଯ୍ୟାଳୟରେ ପ୍ରାୟ 50 ଜଣଙ୍କର କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ANI ସୂତ୍ରରୁ ପ୍ରକାଶ ଯେ ମଙ୍ଗଳବାର ଦିନ ପାର୍ଟି ଅଫିସ୍ କର୍ମଚାରୀଙ୍କ କରୋନା ପରୀକ୍ଷା କରାଯାଇଛି । ବୁଧବାର ଦିନ 50 ଜଣ କର୍ମଚାରୀଙ୍କ କରୋନା ପରୀକ୍ଷା ରିପୋର୍ଟ ସକରାତ୍ମକ ଆସିଛି ।

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia