April 20, 2025

ଦୁଇ ମନ୍ତ୍ରୀଙ୍କ ବହିଷ୍କାର ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର: ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଦୁଇ ମନ୍ତ୍ରୀଙ୍କ ବହିଷ୍କାର ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା । ନିରପେକ୍ଷ ତଦନ୍ତ ପାଇଁ ଅଭିଯୁକ୍ତ ମନ୍ତ୍ରୀଙ୍କୁ ବହିଷ୍କାର କରିବାକୁ ଚିଠିରେ ଉଲ୍ଲେଖ ରହିଛି । ସେହିପରି ଓଡ଼ିଶା ଡିଜିପି ଅଭୟଙ୍କୁ ମଧ୍ୟ ଚିଠି

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia