April 21, 2025

ଦୁର୍ନୀତି ଅଭିଯୋଗରେ ବରିଷ୍ଠ ଆଇଏଏସ୍ ବିନୋଦ କୁମାରଙ୍କୁ ଚାକିରୀରୁ ବହିଷ୍କୃତ

ଭୁବନେଶ୍ବର: ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ପରେ ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍ ଅଫିସର ତଥା ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାରଙ୍କୁ ଚାକିରୀରୁ ବରଖାସ୍ତ କରାଯାଇଛି । ତାଙ୍କୁ ଚାକିରୀରୁ ବରଖାସ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତାବରେ କେନ୍ଦ୍ର ସରକାର ମଧ୍ୟ ସମ୍ମତି ପ୍ରଦାନ କରିଛନ୍ତି। {image-asbinodkumar-1643788465.jpeg

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia