April 20, 2025

ଦୁର୍ବଳ ହେଉଛି ଓ୍ୱେଲମାର୍କ ଲୋ ପ୍ରେସର, କମିବ ବର୍ଷାର ପରିମାଣ

ଭୁବନେଶ୍ୱର : ଦୁର୍ବଳ ହେଉଛି ଓ୍ୱେଲମାର୍କ ଲୋ ପ୍ରେସର । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଝାଡଖଣ୍ଡ ଉପରେ ଓ୍ୱେଲମାର୍କ ଲୋ ପ୍ରେସର ହୋଇରହିଛି । ଏହାର ପ୍ରଭାବ ଓଡ଼ିଶା ଉପକୂଳରେ ପଡ଼ିବ ନାହିଁ । କିନ୍ତୁ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia