April 20, 2025

ଦୁର୍ବଳ ହୋଇଛି ଲଘୁଚାପ, ଆଜି ବି କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦୁର୍ବଳ ହୋଇଛି ଲଘୁଚାପ । ଏବେ ଏହା ଛତିଶଗଡ଼ ଓ ମଧ୍ୟପ୍ରଦେଶ ମଧ୍ୟରେ ରହିଛି। ପ୍ରଭାବରେ ଆଜି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦୁଇଟି ଜିଲ୍ଲା ସୁନ୍ଦରଗଡ଼ ଏବଂ ଝାରସୁଗୁଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ୧୧

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia