April 22, 2025

ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ ଗିରଫ; ବିଜେପି କହିଲା, ବିଜେଡିର ଏହା ସୁପରିକଳ୍ପିତ ଯୋଜନା

ଭୁବନେଶ୍ୱର: ତିଳେଇବଣି ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ହେଲେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ । ଭୁବନେଶ୍ୱର ଯାଉଥିବା ବେଳେ ଗିରଫ କରିଛି ଦେବଗଡ଼ ପୋଲିସର ସ୍ୱତନ୍ତ୍ର ଟିମ୍ । ବିଧାୟକଙ୍କ ସମେତ ଅନ୍ୟ ୩ ସହଯୋଗୀଙ୍କୁ ଗିରଫ କରିଛି ପୋଲିସ । ସୂଚନାଥାଉ କି, ଦେବଗଡ ତିଲେଇବଣି ବିଡିଓ ପୁଷ୍ପଚନ୍ଦ୍ର ଦଳପତିଙ୍କୁ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia