April 25, 2025

ଧାମନଗର ଉପନିର୍ବାଚନ: ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ଧାମନଗର ଉପନିର୍ବାଚନ: ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି । ଅକ୍ଟୋବର ୧୪ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ । ଅକ୍ଟୋବର ୧୭ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ । ନଭେମ୍ବର ୩ ତାରିଖରେ ଭୋଟିଂ, ୬ରେ ଗଣତି ହୋଇ ରେଜଲ୍ଟ ପ୍ରକାଶ ପାଇବ । ସେପ୍ଟେମ୍ବର ୧୯ ତାରିଖରେ ଧାମନଗର ବିଧାୟକ ବିଷ୍ଣୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia