April 25, 2025

ଧାମନଗର ଉପନିର୍ବାଚନ: ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି, ନଭେମ୍ବର ୩ରେ ଭୋଟ୍

ଧାମନଗର ଉପନିର୍ବାଚନ: ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠୁ ଆରମ୍ଭ ହେବ ନାମାଙ୍କନ ପ୍ରକ୍ରିୟା । ଅକ୍ଟୋବର ୧୪ରେ ନାମାଙ୍କନ ଦାଖଲର ଶେଷ ଦିନ । ପୂର୍ବାହ୍ନ ୧୧ ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପ୍ରାର୍ଥୀ ନିଜ ନାମାଙ୍କନ ପତ୍ର ଦାଖଲ କରିପାରିବେ । ସେହିପରି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia