ଧିରେ ଧିରେ କମଛି ସଂକ୍ରମଣ, ଆଜି ଆଉ ୭୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ଯା ହ୍ରାସ ପାଇବା ଆରମ୍ଭ କରିଛି। ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୮ ଜଣ ସ୍ଥାନୀୟ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia