April 20, 2025

ନନ୍ଦ ସାରଙ୍କ ଜୀବନୀକୁ ନେଇ ଫିଲ୍ମ ‘ନନ୍ଦ ମାଷ୍ଟ୍ରଙ୍କ ଚାଟଶାଳୀ’

ଭୁବନେଶ୍ୱର: ଯାଜପୁରର ଚାଟଶାଳୀ ଶିକ୍ଷକ ଭାବେ ପରିଚିତ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ବା ନନ୍ଦ ସାରଙ୍କ ଜୀବନୀ ଉପରେ ନିର୍ମାଣ ହୋଇଛି ଫିଲ୍ମ। ଯାହାର ପୋଷ୍ଟର ଗତକାଲି ରିଲିଜ୍ କରାଯାଇଛି। ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ କନ୍ତିରା ଗ୍ରାମରେ ରହୁଥିବା ୧୦୪ ବର୍ଷୀୟ ନନ୍ଦ କିଶୋର ପୃଷ୍ଟି ଚାଟଶାଳୀ ଜରିଆରେ ଦୀର୍ଘ ୮୦ ବର୍ଷ ଧରି

Source: Entertainment News in Odia (ମନୋରଞ୍ଜନ ସମାଚାର): Odia Film News, Celebrity Interviews,Upcoming Oriya Movie, Serial & Hit Songs Khabar – Oneindia Odia