ନବୀନଙ୍କୁ ସ୍ୱାଗତ କରିବା ପାଇଁ ରାଜଧାନୀ ପାଲଟିଲା ଜନସମୁଦ୍ର

ଭୁବନେଶ୍ୱର: ଦିଲ୍ଲୀରୁ ‘ଜୀବନବ୍ୟାପୀ ସାଧନା ସମ୍ମାନ’ ରେ ସମ୍ମାନିତ ହୋଇ ଆଜି ଭୁବନେଶ୍ୱର ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଉ ନବୀନଙ୍କୁ ସ୍ୱାଗତ କରିବା ପାଇଁ ରାଜଧାନୀ ପାଲଟିଥିଲା ଆଜି ଜନସମୁଦ୍ର । ବିମାନବନ୍ଦରରେ କରାଗଲା ଭବ୍ୟ ସ୍ୱାଗତ । ବିମାନବନ୍ଦରରୁ ନବୀନ ନିବାସ ଯାଏଁ ବିଶାଳ ରାଲି । ମନ୍ତ୍ରୀ, ନେତା ଓ କର୍ମୀ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia