April 20, 2025

ନବୀନ ପଟ୍ଟନାୟକ, ଭୁପେଶ ବଘେଲ ଏବଂ ପୁଷ୍କର ସିଂ ଧାମି ଦେଶର ସର୍ବୋତ୍ତମ ସିଏମ୍ : ସର୍ଭେ

ନୂଆଦିଲ୍ଲୀ : ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଦେଶର ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ । IANS-C ଭୋଟର ଶାସନ ପରିଚାଳନା ସୂଚକାଙ୍କ ଅନୁଯାୟୀ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ ଦେଶର ଶ୍ରେଷ୍ଠ ପ୍ରଦର୍ଶନକାରୀ ମୁଖ୍ୟ ହୋଇଛନ୍ତି । ଅନ୍ୟପକ୍ଷରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia