April 21, 2025

ନିର୍ବାଚନ ପୂର୍ବରୁ ପଞ୍ଜାବ କଂଗ୍ରେସକୁ ବଡ଼ ଝଟକା, ଦଳର ଦୁଇ ବିଧାୟକ ବିଜେପିରେ ସାମିଲ

ଚଣ୍ଡିଗଡ଼ : ଆସନ୍ତା ବର୍ଷ ପଞ୍ଜାବରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା ଲାଗିଛି । ଦଳର ଦୁଇ ଜଣ ବିଧାୟକ ବିଜେପିରେ ଯୋଗ ଦେଇଛନ୍ତି । ଆସନ୍ତା ନିର୍ବାଚନରେ ଏହି ବିଧାୟକମାନଙ୍କ ମଧ୍ୟରୁ ଜଣେ ପ୍ରାର୍ଥୀ ଘୋଷିତ ହୋଇଥିଲେ । ସେମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି କଂଗ୍ରେସ ବିଧାୟକ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia