April 21, 2025

ନୂଆଁଖାଇରେ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ଟଙ୍କା

ଭୁବନେଶ୍ୱର: ନୂଆଁଖାଇରେ ଚାଷୀଙ୍କ ଖାତାକୁ ଗଲା କାଳିଆ ଟଙ୍କା । ପ୍ରତ୍ୟେକ ଚାଷୀଙ୍କୁ ମିଳିଛି ୨ ହଜାର ଲେଖାଏଁ ଟଙ୍କା । କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇରେ ଚାଷୀଙ୍କ ଖାତାକୁ ଟଙ୍କା ପଠାଇ ବଡ଼ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଫଳରେ ଉପକୃତ ହେବେ ୪୧ ଲକ୍ଷରୁ ଅଧିକ ଚାଷୀ । କାଳିଆ ଟଙ୍କା ବାବଦରେ ଚାଷୀଙ୍କୁ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia