April 22, 2025

ନୂଆଁଖାଇ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ସବୁଠି ଦେଖିବା ପାଇଁ ମିଳୁଛି ଉତ୍ସାହର ମାହୋଲ । ଏହି ଅବସରରେ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ।  ଓଡ଼ିଶାର ଭାଇଭଉଣୀମାନଙ୍କୁ । ନୂଆଁଖାଇ ଜୁହାର ଜଣାଇବା ସହ କଠିନ ପରିଶ୍ରମ କରି ଦେଶବାସୀଙ୍କୁ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia