ଭୁବନେଶ୍ୱର: ଆରମ୍ଭ ହେଲା ଗାଁ ଭୋଟର ଗଣପର୍ବ । ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ସକାଳ ୭ଟାରୁ ୩୦ ଜିଲ୍ଲାର ୧ ହଜାର ୬୬୯ଟି ପଞ୍ଚାୟତରେ ଆରମ୍ଭ ହୋଇଛି ମତଦାନ । ୨୨ ହଜାର ୩୭୯ ବୁଥରେ ମତାଧିକାର ସାବ୍ୟସ୍ତ କରୁଛନ୍ତି ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
2 major rivers heavily polluted: OSPCB study
Six students affected by diarrhoea in school
Body of missing 11-year-old boy found in neighbour’s septic tank