April 21, 2025

ପଞ୍ଚାୟତ ନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ, ଆସିପାରେ ଚୁଡାନ୍ତ ନିଷ୍ପତ୍ତି

ଭୁବନେଶ୍ୱର: ରାଜ୍ୟରେ ତ୍ରିସ୍ତରିୟ ପଞ୍ଚାୟତ ନିର୍ବାଚନ ନେଇ ଆରମ୍ଭ ହୋଇଛି ସର୍ବଦଳୀୟ ବୈଠକ। ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନ ଆଦିତ୍ୟ ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ। ନିର୍ବାଚନ ହେବ ନା ଘୁଞ୍ଚିବ ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ନିଷ୍ପତି ଉପରେ ସାରା ରାଜ୍ୟର ନଜର ରହିଛି । ବୈଠକରେ ବିଜେଡି ସାଂସଦ ଅମର ପଟ୍ଟନାୟକ,

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia