April 22, 2025

ପଞ୍ଚାୟତ ନିର୍ବାଚନ ୨୦୨୨: ବିଜେପି ପ୍ରକାଶ କଲା ନିର୍ବାଚନୀ ଇସ୍ତାହାର

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ସରଗରମ ଗାଁ ରୁ ସହର । ଛକ ଛକରେ ପୋଷ୍ଟର ଲଢେଇ । ଇତିମଧ୍ୟରେ ବିଜେପି ଜାରି କଲା ଇସ୍ତାହାର ଓ ଅଭିଯୋଗ ପତ୍ର । ବିଜେପି ସଭାପତି ସମୀର ମହାନ୍ତି ଓ ଅନ୍ୟ ବରିଷ୍ଠ ନେତୃବନ୍ଦଙ୍କ ଉପସ୍ଥିତିରେ ଇସ୍ତାହାର ପତ୍ର ଉନ୍ମୋଚିତ ହୋଇଛି । ପଞ୍ଚାୟତା ଗ୍ରାମସଭା, ପଲ୍ଲୀ ସଭା

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia