April 22, 2025

ପଞ୍ଚାୟତ ଫଳାଫଳ: ପ୍ରଥମ ଦିନର ଗଣତିରେ ବିଜେଡିର ବାଜିମାତ, ଢେର ପଛରେ କଂଗ୍ରେସ-ବିଜେପି

ଭୁବନେଶ୍ବର: ରାଜ୍ୟରେ ଆଜି ଦ୍ୱିତୀୟ ଦିନରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟଗଣତି ଜାରି ରହିଛି । ଗତକାଲି ପ୍ରଥମ ଦିନରେ ୩୧୫ଟି ଜିଲ୍ଲା ପରିଷଦ ଜୋନର ଭୋଟଗଣତି କରାଯାଇଥିଲା । ପ୍ରଥମ ଦିନର ଭୋଟ ଗଣତିରେ ବିଜେଡିକୁ ମିଳିଛି ବିପୁଳ ସଫଳତା । ୩୧୫ରୁ ଘୋଷଣା ହୋଇଥିବା ୩୧୪ଟି ଆସନରେ ବଡ ବ୍ୟବଧାନରେ ବାଜି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia