April 22, 2025

ପଞ୍ଜାବ ବିଧାନସଭା ନିର୍ବାଚନ: କିଏ ହେବ କଂଗ୍ରେସର ମୁଖ୍ୟମନ୍ତ୍ରୀ ଚେହେରା, ଭିଡିଓ ବାର୍ତ୍ତରେ ଅଭିନେତା ସୋନୁ ସୁଦ କଲେ ଇସାରା

ନୂଆଦିଲ୍ଲୀ: ପଞ୍ଜାବ ବିଧାନସଭା ନିର୍ବାଚନରେ କ୍ଷମତାସୀନ କଂଗ୍ରେସର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ । ରାଜ୍ୟରେ ନିର୍ବାଚନର ବହୁ ପୂର୍ବରୁ କଂଗ୍ରେସର ଗୋଷ୍ଠୀ କନ୍ଦଳ ତୀବ୍ର ରୂପ ଧାରଣ କରିଛି। ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ଆଶାୟୀ ସିଦ୍ଧୁ ଏବଂ ଚନ୍ନୀଙ୍କ ଗୋଷ୍ଠୀ ମଧ୍ୟରେ ବିବାଦ ସାର୍ବଜନୀନ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରିବା କଂଗ୍ରେସ ପାଇଁ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia