April 25, 2025

ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଲଚିକି ଲିପିର ଉଦ୍ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସାନ୍ତାଳି ସମାଜ ଓ ସାନ୍ତାଳୀ ଭାଷା ଓ ସାହିତ୍ୟ ପ୍ରତି ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଅବଦାନ ସର୍ବଜନ ବିଦିତ । ପଣ୍ଡିତ ମୁର୍ମୁ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia