April 30, 2025

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଲଗ୍ନ ନିର୍ଦ୍ଧାରଣ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ । ଆଜି ସମ୍ବଲପୁରରେ ଥିବା ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଲଗ୍ନ ଧାର୍ଯ୍ଯ କରାଯାଇଛି । ଆସନ୍ତା ସେପ୍ଟେମ୍ୱର ମାସ ୧ ତାରିଖରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀତିଥିରେ ଗୁରୁବାର ଦିନ ସକାଳ ୧୦:୫୬ ରୁ ୧୧ ଟା ମଧ୍ୟରେ ମା ସମଲେଶ୍ୱରୀଙ୍କ ପାଖରେ ନବାନ୍ନ ଲାଗି ହେବ । ଏହି ଲଗ୍ନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia